Job 28:16 — Compare Translations

5 translations compared side by side

Odia - 1840
"ତୁମ୍ଭେ ଜ୍ଞାନକୁ ଓଫୀରର ସୁନା, ବହୁମୂଲ୍ଯ, ଗୋମଦେକ ଓ ନୀଳକାନ୍ତ ମଣି ବଦଳ ରେ କିଣିପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓଫୀର୍ର ସୁବର୍ଣ୍ଣ ଦ୍ଵାରା ତହିଁର ମୂଲ୍ୟ କରାଯାଇ ନ ପାରେ, ବହୁମୂଲ୍ୟ ଗୋମେଦକ ଅବା ନୀଳକା; ମଣି ଦ୍ଵାରା ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଜ୍ଞାନକୁ ଓଫୀରର ସୁନା, ବହୁମୂଲ୍ୟ, ଗୋମେଦକ ଓ ନୀଳକାନ୍ତ ମଣି ବଦଳରେ କିଣି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓଫୀରର ସୁବର୍ଣ୍ଣ ଦ୍ୱାରା ତହିଁର ମୂଲ୍ୟ କରାଯାଇ ନ ପାରେ, ବହୁମୂଲ୍ୟ ଗୋମେଦକ ଅବା ନୀଳକାନ୍ତମଣି ଦ୍ୱାରା ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ଓଫୀରର ସୁବର୍ଣ୍ଣ ଦ୍ୱାରା ତହିଁର ମୂଲ୍ୟ କରାଯାଇ ନ ପାରେ, ବହୁମୂଲ୍ୟ ଗୋମେଦକ ଅବା ନୀଳକାନ୍ତ ମଣି ଦ୍ୱାରା ନୁହେଁ।