Job 28:17 — Compare Translations
5 translations compared side by side
Odia - 1840
"ଜ୍ଞାନ ସୁନା ଓ ମୂଲ୍ଯବାନ ପଥରଠାରୁ ଅଧିମ ମୂଲ୍ଯବାନ। ମୂଲ୍ଯବାନ ସ୍ବଚ୍ଛ ଉଜ୍ଜଳ ସୁନା ମଧ୍ଯ ଜ୍ଞାନକୁ କିଣିପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସ୍ଵର୍ଣ୍ଣ ଓ କାଚ ତହିଁର ସମାନ ହୋଇ ନ ପାରେ; କିଅବା ଶୁଦ୍ଧ ସ୍ଵର୍ଣ୍ଣାଭରଣ ତହିଁର ପରିବର୍ତ୍ତ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞାନ ସୁନା ଓ ମୂଲ୍ୟବାନ ପଥରଠାରୁ ଅଧିମ ମୂଲ୍ୟବାନ। ମୂଲ୍ୟବାନ ସ୍ୱଚ୍ଛ ଉଜ୍ଜ୍ୱଳ ସୁନା ମଧ୍ୟ ଜ୍ଞାନକୁ କିଣି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସ୍ୱର୍ଣ୍ଣ ଓ କାଚ ତହିଁର ସମାନ ହୋଇ ନ ପାରେ; କିଅବା ଶୁଦ୍ଧ ସ୍ୱର୍ଣ୍ଣାଭରଣ ତହିଁର ପରିବର୍ତ୍ତ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସ୍ୱର୍ଣ୍ଣ ଓ କାଚ ତହିଁର ସମାନ ହୋଇ ନ ପାରେ; କିଅବା ଶୁଦ୍ଧ ସ୍ୱର୍ଣ୍ଣାଭରଣ ତହିଁର ପରିବର୍ତ୍ତ ହେବ ନାହିଁ।