Job 28:18 — Compare Translations

5 translations compared side by side

Odia - 1840
"ଜ୍ଞାନ ଅଧିକ ମୂଲ୍ଯବାନ ମୁକ୍ତାଠାରୁ ଓ ନୀଳମଣି ପଥରଠାରୁ, ଜ୍ଞାନ ମଧ୍ଯ ମାେତିଠାରୁ ମୂଲ୍ଯବାନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ନିକଟରେ ପ୍ରବାଳ ଓ ସ୍ଫଟିକର କଥା କୁହାଯାଏ ନାହିଁ; କାରଣ ପଦ୍ମରାଗ ମଣି ଅପେକ୍ଷା ଜ୍ଞାନର ମୂଲ୍ୟ ଅଧିକ ।
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞାନ ମୁକ୍ତାଠାରୁ ଓ ନୀଳମଣି ପଥରଠାରୁ ଅଧିକ ମୂଲ୍ୟବାନ, ଜ୍ଞାନ ମଧ୍ୟ ମୋତିଠାରୁ ମୂଲ୍ୟବାନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ନିକଟରେ ପ୍ରବାଳ ଓ ସ୍ପଟିକର କଥା କୁହାଯାଏ ନାହିଁ; କାରଣ ପଦ୍ମରାଗ ମଣି ଅପେକ୍ଷା ଜ୍ଞାନର ମୂଲ୍ୟ ଅଧିକ।
Odia IRV 2017 (ଓଡିଆ ବାଇବେଲ)
ତହିଁ ନିକଟରେ ପ୍ରବାଳ ଓ ସ୍ପଟିକର କଥା କୁହାଯାଏ ନାହିଁ; କାରଣ ପଦ୍ମରାଗ ମଣି ଅପେକ୍ଷା ଜ୍ଞାନର ମୂଲ୍ୟ ଅଧିକ।