Job 28:19 — Compare Translations

5 translations compared side by side

Odia - 1840
"କୂଶ ଦେଶରୁ ମିଳୁଥିବା ହଳଦିଆ ପୋଖରାଜ ମଣି ମଧ୍ଯ ଜ୍ଞାନଭଳି ମୂଲ୍ଯବାନ ନୁହେଁ। ତୁମ୍ଭେ ଖାଣ୍ଟି ସୁନା ବଦଳ ରେ ଜ୍ଞାନ କିଣିପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୂଶଦେଶୀୟ ପୀତମଣି ତହିଁର ସମାନ ହେବ ନାହିଁ, କିଅବା ନିର୍ମଳ ସୁବର୍ଣ୍ଣରେ ତହିଁର ମୂଲ୍ୟ କରାଯିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କୂଶ ଦେଶରୁ ମିଳୁଥିବା ହଳଦିଆ ପୋଖରାଜ ମଣି ମଧ୍ୟ ଜ୍ଞାନଭଳି ମୂଲ୍ୟବାନ ନୁହେଁ। ତୁମ୍ଭେ ଖାଣ୍ଟି ସୁନା ବଦଳରେ ଜ୍ଞାନ କିଣି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୂଶଦେଶୀୟ ପୀତମଣି ତହିଁର ସମାନ ହେବ ନାହିଁ, କିଅବା ନିର୍ମଳ ସୁବର୍ଣ୍ଣରେ ତହିଁର ମୂଲ୍ୟ କରାଯିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କୂଶଦେଶୀୟ ପୀତମଣି ତହିଁର ସମାନ ହେବ ନାହିଁ, କିଅବା ନିର୍ମଳ ସୁବର୍ଣ୍ଣରେ ତହିଁର ମୂଲ୍ୟ କରାଯିବ ନାହିଁ।