Job 28:21 — Compare Translations
5 translations compared side by side
Odia - 1840
"ଜ୍ଞାନ ଏ ପୃଥିବୀର ସମସ୍ତ ପ୍ରାଣୀଙ୍କଠାରୁ ଲୁଚାୟାଇଛି। ଏପରିକି ଆକାଶ ରେ ଉଡ଼ୁଥିବା ପକ୍ଷୀମାନେ ମଧ୍ଯ ଜ୍ଞାନକୁ ଦେଖିପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ତ ସମସ୍ତ ପ୍ରାଣୀଙ୍କ ଚକ୍ଷୁରୁ ଗୁପ୍ତ ଓ ଆକାଶର ପକ୍ଷୀମାନଙ୍କଠାରୁ ଆବୃତ କରାଯାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞାନ ଏ ପୃଥିବୀର ସମସ୍ତ ପ୍ରାଣୀଙ୍କଠାରୁ ଲୁଗ୍ଭଯାଇଛି। ଏପରିକି ଆକାଶରେ ଉଡ଼ୁଥିବା ପକ୍ଷୀମାନେ ମଧ୍ୟ ଜ୍ଞାନକୁ ଦେଖି ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ତ ସମସ୍ତ ପ୍ରାଣୀଙ୍କ ଚକ୍ଷୁରୁ ଗୁପ୍ତ ଓ ଆକାଶର ପକ୍ଷୀମାନଙ୍କଠାରୁ ଆବୃତ କରାଯାଇଅଛି।
Odia IRV 2017 (ଓଡିଆ ବାଇବେଲ)
ତାହା ତ ସମସ୍ତ ପ୍ରାଣୀଙ୍କ ଚକ୍ଷୁରୁ ଗୁପ୍ତ ଓ ଆକାଶର ପକ୍ଷୀମାନଙ୍କଠାରୁ ଆବୃତ କରାଯାଇଅଛି।