Job 28:23 — Compare Translations
5 translations compared side by side
Odia - 1840
"କବଳେ ପରମେଶ୍ବର ଜ୍ଞାନକୁ ପାଇବାର ପଥ ଜାଣିଛନ୍ତି। କବଳେ ପରମେଶ୍ବର ଜାଣନ୍ତି ଜ୍ଞାନ କେଉଁଠା ରେ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵର ତହିଁର ପଥ ଜାଣନ୍ତି ଓ ସେ ତହିଁର ସ୍ଥାନ ଜ୍ଞାତ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“କେବଳ ପରମେଶ୍ୱର ଜ୍ଞାନକୁ ପାଇବାର ପଥ ଜାଣିଛନ୍ତି। କେବଳ ପରମେଶ୍ୱର ଜାଣନ୍ତି ଜ୍ଞାନ କେଉଁଠାରେ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର ତହିଁର ପଥ ଜାଣନ୍ତି ଓ ସେ ତହିଁର ସ୍ଥାନ ଜ୍ଞାତ ଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ତହିଁର ପଥ ଜାଣନ୍ତି ଓ ସେ ତହିଁର ସ୍ଥାନ ଜ୍ଞାତ ଅଛନ୍ତି।