Job 28:24 — Compare Translations

5 translations compared side by side

Odia - 1840
"ପରମେଶ୍ବର ପୃଥିବୀର ଶଷେ ପର୍ୟ୍ଯନ୍ତ ଦେଖିପାରନ୍ତି। ସେ ଆକାଶର ନିମ୍ନ ରେ ଥିବା ସବୁକିଛି ଦେଖି ପାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ପୃଥିବୀର ପ୍ରା; ପର୍ଯ୍ୟନ୍ତ ଅନାଇ ଓ ସମୁଦାୟ ଆକାଶମଣ୍ତଳର ଅଧଃସ୍ଥାନ ଦେଖି
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ପୃଥିବୀର ଶେଷ ପର୍ଯ୍ୟନ୍ତ ଦେଖି ପାରନ୍ତି। ସେ ଆକାଶର ନିମ୍ନରେ ଥିବା ସବୁକିଛି ଦେଖି ପାରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅନାଇ ଓ ସମୁଦାୟ ଆକାଶମଣ୍ଡଳର ଅଧଃସ୍ଥାନ ଦେଖି
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅନାଇ ଓ ସମୁଦାୟ ଆକାଶମଣ୍ଡଳର ଅଧଃସ୍ଥାନ ଦେଖି