Job 28:25 — Compare Translations

5 translations compared side by side

Odia - 1840
"ପରମେଶ୍ବର ତାଙ୍କର ଶକ୍ତିକୁ ପବନକୁ ଦଇେଛନ୍ତି। ସେ ସ୍ଥିର କରନ୍ତି କେତେ ବଡ଼ ସମୁଦ୍ର ହାଇପୋରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବାୟୁର ଓଜନ ନିରୂପଣ କରନ୍ତି ଓ ପରିମାଣ ଦ୍ଵାରା ଜଳ ପରିମିତ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତାଙ୍କର ଶକ୍ତିକୁ ପବନକୁ ଦେଇଛନ୍ତି। ସେ ସ୍ଥିର କରନ୍ତି କେତେ ବଡ଼ ସମୁଦ୍ର ହୋଇ ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବାୟୁର ଓଜନ ନିରୂପଣ କରନ୍ତି ଓ ପରିମାଣ ଦ୍ୱାରା ଜଳ ପରିମିତ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ବାୟୁର ଓଜନ ନିରୂପଣ କରନ୍ତି ଓ ପରିମାଣ ଦ୍ୱାରା ଜଳ ପରିମିତ କରନ୍ତି।