Job 28:26 — Compare Translations
5 translations compared side by side
Odia - 1840
"ପରମେଶ୍ବର ସ୍ଥିର କରନ୍ତି କେଉଁଠାରୁ ବର୍ଷା ପଠଇବେେ ଏବଂ କେଉଁଠାକୁ ଘଡ଼ଘଡ଼ି ଘୂର୍ଣ୍ଣିବାତ୍ଯା ୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେବେଳେ ସେ ବୃଷ୍ଟିର ନିୟମ ନିରୂପଣ କଲେ ଓ ମେଘଗର୍ଜ୍ଜନର ବିଦ୍ୟୁତ ପାଇଁ ପଥ ସ୍ଥିର କଲେ;
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସ୍ଥିର କରନ୍ତି କେଉଁଠାରୁ ବର୍ଷା ପଠେଇବେ ଏବଂ କେଉଁଠାକୁ ଘଡ଼ଘଡ଼ି ଘୂର୍ଣ୍ଣିବାତ୍ୟା ଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେବେଳେ ସେ ବୃଷ୍ଟିର ନିୟମ ନିରୂପଣ କଲେ ଓ ମେଘଗର୍ଜ୍ଜନର ବିଦ୍ୟୁତ୍ ପାଇଁ ପଥ ସ୍ଥିର କଲେ;
Odia IRV 2017 (ଓଡିଆ ବାଇବେଲ)
ଯେତେବେଳେ ସେ ବୃଷ୍ଟିର ନିୟମ ନିରୂପଣ କଲେ ଓ ମେଘଗର୍ଜ୍ଜନର ବିଦ୍ୟୁତ ପାଇଁ ପଥ ସ୍ଥିର କଲେ;