Job 28:27 — Compare Translations
5 translations compared side by side
Odia - 1840
"ସହେି ସମୟରେ ପରମେଶ୍ବର ଜ୍ଞାନକୁ ଦେଖିଲେ ଏହାକୁ ଘାଷେଣା କଲେ। ପରମେଶ୍ବର ଜ୍ଞାନ ସ୍ଥାପନ କଲେ ଏବଂ ଏହାକୁ ପରୀକ୍ଷା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେ ତାହା ଦେଖିଲେ ଓ ତାହା ପ୍ରଚାର କଲେ; ସେ ତାହା ସ୍ଥାପନ କଲେ, ଆଉ ତହିଁର ତଦ; କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ପରମେଶ୍ୱର ଜ୍ଞାନକୁ ଦେଖିଲେ ଏହାକୁ ଘୋଷଣା କଲେ। ପରମେଶ୍ୱର ଜ୍ଞାନ ସ୍ଥାପନ କଲେ ଏବଂ ଏହାକୁ ପରୀକ୍ଷା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେ ତାହା ଦେଖିଲେ ଓ ତାହା ପ୍ରଚାର କଲେ; ସେ ତାହା ସ୍ଥାପନ କଲେ, ଆଉ ତହିଁର ତଦନ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସେ ତାହା ଦେଖିଲେ ଓ ତାହା ପ୍ରଚାର କଲେ; ସେ ତାହା ସ୍ଥାପନ କଲେ, ଆଉ ତହିଁର ତଦନ୍ତ କଲେ।