Job 28:3 — Compare Translations
5 translations compared side by side
Odia - 1840
"ଶ୍ରମିକମାନେ ହାତ ରେ ଆଲୁଅ ଧରି ଖଣି ଭିତରକୁ ୟାଆନ୍ତି। ସେ ଗୁମ୍ଫା ଭିତ ରେ ସମାନେେ ପଥର ସବୁ ଅନ୍ଧକାର ରେ ସନ୍ଧାନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟ ଅନ୍ଧକାରର ସୀମା ନିର୍ଣ୍ଣୟ କରେ ଓ ପ୍ରାନ୍ତସୀମା ପର୍ଯ୍ୟନ୍ତ ନିବିଡ଼ ଅନ୍ଧକାର ଓ ମୃତ୍ୟୁଚ୍ଛାୟାସ୍ଥିତ ପ୍ରସ୍ତରସବୁ ଅନୁସନ୍ଧାନ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଶ୍ରମିକମାନେ ହାତରେ ଆଲୁଅ ଧରି ଖଣି ଭିତରକୁ ଯାଆନ୍ତି। ସେ ଗୁମ୍ଫା ଭିତରେ ସେମାନେ ପଥର ସବୁ ଅନ୍ଧକାରରେ ସନ୍ଧାନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟ ଅନ୍ଧକାରର ସୀମା ନିର୍ଣ୍ଣୟ କରେ ଓ ପ୍ରାନ୍ତସୀମା ପର୍ଯ୍ୟନ୍ତ ନିବିଡ଼ ଅନ୍ଧକାର ଓ ମୃତ୍ୟୁୁଚ୍ଛାୟାସ୍ଥିତ ପ୍ରସ୍ତରସବୁ ଅନୁସନ୍ଧାନ କରେ।
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟ ଅନ୍ଧକାରର ସୀମା ନିର୍ଣ୍ଣୟ କରେ ଓ ପ୍ରାନ୍ତସୀମା ପର୍ଯ୍ୟନ୍ତ ନିବିଡ଼ ଅନ୍ଧକାର ଓ ମୃତ୍ୟୁୁଚ୍ଛାୟାସ୍ଥିତ ପ୍ରସ୍ତରସବୁ ଅନୁସନ୍ଧାନ କରେ।