Job 28:4 — Compare Translations

5 translations compared side by side

Odia - 1840
"ଶ୍ରମିକମାନେ ଭୂମିରେ ଗଭୀରଗାତ ଖାେଳି ଖଣିଜ ଦ୍ରବ୍ଯର ପଶ୍ଚାଦବର୍ତ୍ତୀ ହୁଅନ୍ତି। ସମାନେେ ଖଣିର ନିମ୍ନ ଦେଶକୁ ବହୁତ ତଳକୁ ୟାଆନ୍ତି, ଯାହା ଲୋକମାନଙ୍କ ବାସ କରୁଥିବା ସ୍ଥାନଠାରୁ ବହୁତ ଦୂର। ଯେଉଁଠାକୁ ଆଗରୁ କହେି କବେେ ୟାଇ ନ ଥିଲେ। ସମାନେେ ଦଉଡ଼ି ଦ୍ବାରା ଝୁଲି ଭୂମିର ବହୁ ତଳକୁ ୟାଆନ୍ତି, ଅନ୍ୟ ଲୋକମାନଙ୍କଠାରୁ ମଧ୍ଯ ବହୁତ ଦୂର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମନୁଷ୍ୟମାନଙ୍କ ପ୍ରବାସ-ସ୍ଥାନରୁ ଦୂରରେ ସୁଡ଼ଙ୍ଗ ଖୋଳେ; ସେମାନେ ନିକଟଗାମୀ ଚରଣ ଦ୍ଵାରା ବିସ୍ମୃତ ହୁଅନ୍ତି; ସେମାନେ ମନୁଷ୍ୟମାନଙ୍କଠାରୁ ଦୂରରେ ଝୁଲନ୍ତି, ସେମାନେ ଏଣେତେଣେ ଦୋହଲନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଶ୍ରମିକମାନେ ଭୂମିରେ ଗଭୀରଗାତ ଖୋଳି ଖଣିଜ ଦ୍ରବ୍ୟର ପଶ୍ଚା‌‌‌ଦ୍‌‌‌ବର୍ତ୍ତୀ ହୁଅନ୍ତି। ସେମାନେ ଖଣିର ନିମ୍ନ ଦେଶକୁ ବହୁତ ତଳକୁ ଯାଆନ୍ତି, ଯାହା ଲୋକମାନଙ୍କ ବାସ କରୁଥିବା ସ୍ଥାନଠାରୁ ବହୁତ ଦୂର। ଯେଉଁଠାକୁ ଆଗରୁ କେହି କେବେ ଯାଇ ନ ଥିଲେ। ସେମାନେ ଦଉଡ଼ି ଦ୍ୱାରା ଝୁଲି ଭୂମିର ବହୁ ତଳକୁ ଯାଆନ୍ତି, ଅନ୍ୟ ଲୋକମାନଙ୍କଠାରୁ ମଧ୍ୟ ବହୁତ ଦୂର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମନୁଷ୍ୟମାନଙ୍କ ପ୍ରବାସ-ସ୍ଥାନରୁ ଦୂରରେ ସୁଡ଼ଙ୍ଗ ଖୋଳେ; ସେମାନେ ନିକଟଗାମୀ ଚରଣ ଦ୍ୱାରା ବିସ୍ମୃତ ହୁଅନ୍ତି; ସେମାନେ ମନୁଷ୍ୟମାନଙ୍କଠାରୁ ଦୂରରେ ଝୁଲନ୍ତି, ସେମାନେ ଏଣେତେଣେ ଦୋହଲନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ମନୁଷ୍ୟମାନଙ୍କ ପ୍ରବାସ-ସ୍ଥାନରୁ ଦୂରରେ ସୁଡ଼ଙ୍ଗ ଖୋଳେ; ସେମାନେ ନିକଟଗାମୀ ଚରଣ ଦ୍ୱାରା ବିସ୍ମୃତ ହୁଅନ୍ତି; ସେମାନେ ମନୁଷ୍ୟମାନଙ୍କଠାରୁ ଦୂରରେ ଝୁଲନ୍ତି, ସେମାନେ ଏଣେତେଣେ ଦୋହଲନ୍ତି।