Job 28:5 — Compare Translations

5 translations compared side by side

Odia - 1840
"ଖାଦ୍ୟ ଶସ୍ଯ ଭୂମିର ଉପରେ ହୁଏ କିନ୍ତୁ ତଳେ ଏହା ସମ୍ପୂର୍ଣ୍ଣ ଅଲଗା। ସତେ ଯେପରିକି ସବୁକିଛି ଅଗ୍ନିଦ୍ବାରା ତରଳି ୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୃତ୍ତିକାରୁ ଖାଦ୍ୟ ଉତ୍ପନ୍ନ ହୁଏ ଓ ତହିଁର ଅଧୋଭାଗ ଅଗ୍ନି ଦ୍ଵାରା ଲଣ୍ତଭଣ୍ତ ହେଲା ପରି ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ଖାଦ୍ୟ ଶସ୍ୟ ଭୂମିର ଉପରେ ହୁଏ କିନ୍ତୁ ତଳେ ଏହା ସମ୍ପୂର୍ଣ୍ଣ ଅଲଗା। ସତେ ଯେପରିକି ସବୁକିଛି ଅଗ୍ନିଦ୍ୱାରା ତରଳି ଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୃତ୍ତିକାରୁ ଖାଦ୍ୟ ଉତ୍ପନ୍ନ ହୁଏ ଓ ତହିଁର ଅଧୋଭାଗ ଅଗ୍ନି ଦ୍ୱାରା ଲଣ୍ଡଭଣ୍ଡ ହେଲା ପରି ହୁଏ।
Odia IRV 2017 (ଓଡିଆ ବାଇବେଲ)
ମୃତ୍ତିକାରୁ ଖାଦ୍ୟ ଉତ୍ପନ୍ନ ହୁଏ ଓ ତହିଁର ଅଧୋଭାଗ ଅଗ୍ନି ଦ୍ୱାରା ଲଣ୍ଡଭଣ୍ଡ ହେଲା ପରି ହୁଏ।