Job 28:7 — Compare Translations
5 translations compared side by side
Odia - 1840
"ବଣୁଆ ପକ୍ଷୀ ମାଟିତଳେ ଥିବା ରାସ୍ତା ବିଷଯ ରେ କିଛି ଜାଣନ୍ତି ନାହିଁ। କୌଣସି ଉତ୍କ୍ରୋଶ ପକ୍ଷୀ ମଧ୍ଯ ସଭେଳି ଅନ୍ଧାର ବାଟ ଦେଖି ନ ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୌଣସି ଶିକାରୀ ପକ୍ଷୀ ସେହି ପଥ ଜାଣେ ନାହିଁ, କିଅବା ବାଜପକ୍ଷୀର ଚକ୍ଷୁ ହିଁ ତାହା ଦେଖି ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ବଣୁଆ ପକ୍ଷୀ ମାଟିତଳେ ଥିବା ରାସ୍ତା ବିଷୟରେ କିଛି ଜାଣନ୍ତି ନାହିଁ। କୌଣସି ଉତ୍କ୍ରୋଶପକ୍ଷୀ ମଧ୍ୟ ସେଭଳି ଅନ୍ଧାର ବାଟ ଦେଖି ନ ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୌଣସି ଶିକାରୀ ପକ୍ଷୀ ସେହି ପଥ ଜାଣେ ନାହିଁ, କିଅବା ବାଜପକ୍ଷୀର ଚକ୍ଷୁ ହିଁ ତାହା ଦେଖି ନାହିଁ;
Odia IRV 2017 (ଓଡିଆ ବାଇବେଲ)
କୌଣସି ଶିକାରୀ ପକ୍ଷୀ ସେହି ପଥ ଜାଣେ ନାହିଁ, କିଅବା ବାଜପକ୍ଷୀର ଚକ୍ଷୁ ହିଁ ତାହା ଦେଖି ନାହିଁ;