Job 28:9 — Compare Translations

5 translations compared side by side

Odia - 1840
"ଶ୍ରମିକମାନେ ସବୁଠାରୁ ଟାଣ ପଥରକୁ ଖୋଳନ୍ତି। ସହେି ଶ୍ରମିକମାନେ ପର୍ବତକୁ ଖୋଳନ୍ତି ଏବଂ ତାକୁ ଖାଲିକରି ଦିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟ ଦୃଢ଼ ଶୈଳ ଉପରେ ଆପଣା ହାତ ଦିଏ; ସେ ପର୍ବତଗଣକୁ ସମୂଳେ ଓଲ୍ଟାଇ ପକାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଶ୍ରମିକମାନେ ସବୁଠାରୁ ଟାଣ ପଥରକୁ ଖୋଳନ୍ତି। ସେହି ଶ୍ରମିକମାନେ ପର୍ବତକୁ ଖୋଳନ୍ତି ଏବଂ ତାକୁ ଖାଲିକରି ଦିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟ ଦୃଢ଼ ଶୈଳ ଉପରେ ଆପଣା ହାତ ଦିଏ; ସେ ପର୍ବତଗଣକୁ ସମୂଳେ ଓଲଟାଇ ପକାଏ।
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟ ଦୃଢ଼ ଶୈଳ ଉପରେ ଆପଣା ହାତ ଦିଏ; ସେ ପର୍ବତଗଣକୁ ସମୂଳେ ଓଲ୍‍ଟାଇ ପକାଏ।