Job 29:1 — Compare Translations

5 translations compared side by side

Odia - 1840
"ଆୟୁବ ତା'ର କାହାଣୀ ଚାଲୁ ରଖିଲା,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଆୟୁବ ପୁନର୍ବାର ଆପଣା ପ୍ରସଙ୍ଗ ଧରି କହିଲା,
Odia Bible ERV 2004 (ପବିତ୍ର ବାଇବଲ)
ଆୟୁବ ତା’ର କାହାଣୀ କହି ଗ୍ଭଲିଲା ଆୟୁବ ତା’ର କାହାଣୀ ଗ୍ଭଲୁ ରଖିଲା,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଆୟୁବ ପୁନର୍ବାର ଆପଣା ପ୍ରସଙ୍ଗ ଧରି କହିଲା,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଆୟୁବ ପୁନର୍ବାର ଆପଣା ପ୍ରସଙ୍ଗ ଧରି କହିଲା,