Job 29:10 — Compare Translations

5 translations compared side by side

Odia - 1840
"ଏପରିକି ଗଣ୍ଯମାନ୍ଯ ବ୍ଯକ୍ତି ମଧ୍ଯ ତାଙ୍କର କଥା କହିଲା ବେଳେ ଆସ୍ତେ କଥା ହେଉଥିଲେ, ଏହା ଦଖାଯାେଉଥିଲା ଯେପରି ତାଙ୍କର ଜିଭ ପାଟି ରେ ଅଟକି ଯାଉଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୁଳୀନମାନଙ୍କ ରବ ନିରସ୍ତ ହେଲା ଓ ସେମାନଙ୍କ ଜିହ୍ଵା ସେମାନଙ୍କ ମୁଖର ତାଳୁକାରେ ଲାଗି ରହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏପରିକି ଗଣ୍ୟମାନ୍ୟ ବ୍ୟକ୍ତି ମଧ୍ୟ ତାଙ୍କର କଥା କହିଲା ବେଳେ ଆସ୍ତେ କଥା ହେଉଥିଲେ, ଏହା ଦେଖାଯାଉଥିଲା ଯେପରି ତାଙ୍କର ଜିଭ ପାଟିରେ ଅଟକି ଯାଉଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୁଳୀନମାନଙ୍କ ରବ ନିରସ୍ତ ହେଲା ଓ ସେମାନଙ୍କ ଜିହ୍ୱା ସେମାନଙ୍କ ମୁଖର ତାଳୁକାରେ ଲାଗି ରହିଲା।
Odia IRV 2017 (ଓଡିଆ ବାଇବେଲ)
କୁଳୀନମାନଙ୍କ ରବ ନିରସ୍ତ ହେଲା ଓ ସେମାନଙ୍କ ଜିହ୍ୱା ସେମାନଙ୍କ ମୁଖର ତାଳୁକାରେ ଲାଗି ରହିଲା।