Job 29:11 — Compare Translations

5 translations compared side by side

Odia - 1840
"ମୁଁ ଯାହା କହୁଥିଲି ସମାନେେ ତାହା ମନ ଦଇେ ଶୁଣୁଥିଲେ ଏବଂ ଏହାପରେ ମାେ ବିଷଯ ରେ ଭଲ କଥା ହେଉଥିଲେ। ମୁଁ ଯାହା କରୁଥିଲି, ଲୋକେ ତାକୁ ଦେଖୁଥିଲେ ଓ ପ୍ରଶଂସା କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ କର୍ଣ୍ଣ ମୋʼ କଥା ଶୁଣନ୍ତେ, ମୋତେ କଲ୍ୟାଣ କଲା ଓ ଚକ୍ଷୁ ମୋତେ ଦେଖନ୍ତେ, ମୋʼ ପକ୍ଷରେ ସାକ୍ଷ୍ୟ ଦେଲା;
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯାହା କହୁଥିଲି ସେମାନେ ତାହା ମନ ଦେଇ ଶୁଣୁଥିଲେ ଏବଂ ଏହା ପରେ ମୋ’ ବିଷୟରେ ଭଲ କଥା ହେଉଥିଲେ। ମୁଁ ଯାହା କରୁଥିଲି, ଲୋକେ ତାକୁ ଦେଖୁଥିଲେ ଓ ପ୍ରଶଂସା କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ କର୍ଣ୍ଣ ମୋʼ କଥା ଶୁଣନ୍ତେ, ମୋତେ କଲ୍ୟାଣ କଲା ଓ ଚକ୍ଷୁ ମୋତେ ଦେଖନ୍ତେ, ମୋʼ ପକ୍ଷରେ ସାକ୍ଷ୍ୟ ଦେଲା;
Odia IRV 2017 (ଓଡିଆ ବାଇବେଲ)
କାରଣ କର୍ଣ୍ଣ ମୋ’ କଥା ଶୁଣନ୍ତେ, ମୋତେ କଲ୍ୟାଣ କଲା ଓ ଚକ୍ଷୁ ମୋତେ ଦେଖନ୍ତେ, ମୋ’ ପକ୍ଷରେ ସାକ୍ଷ୍ୟ ଦେଲା;