Job 29:12 — Compare Translations

5 translations compared side by side

Odia - 1840
"କାହିଁକି? କାରଣ ଯେତବେେଳେ କୌଣସି ଗରିବ ଲୋକଟିଏ ସାହାୟ୍ଯ ପାଇଁ ଡ଼ାକୁଥିଲା ମୁଁ ତାକୁ ସାହାୟ୍ଯ କରୁଥିଲି। ମୁଁ ମଧ୍ଯ ସହେି ପିଲାମାନଙ୍କୁ ସାହାୟ୍ଯ କରୁଥିଲି। ଯାହାଙ୍କର ପିତାମାତା ନ ଥିଲେ ଏବଂ ସମାନଙ୍କେର ଯତ୍ନ ନବୋକୁ କହେି ନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ମୁଁ ଆର୍ତ୍ତନାଦକାରୀ ଦରିଦ୍ରକୁ, ମଧ୍ୟ ଅସହାୟ ପିତୃ ହୀନକୁ ଉଦ୍ଧାର କଲି ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଯେତେବେଳେ କୌଣସି ଗରିବ ଲୋକଟିଏ ସାହାଯ୍ୟ ପାଇଁ ଡାକୁଥିଲା ମୁଁ ତାକୁ ସାହାଯ୍ୟ କରୁଥିଲି। ମୁଁ ମଧ୍ୟ ସେହି ପିଲାମାନଙ୍କୁ ସାହାଯ୍ୟ କରୁଥିଲି। ଯାହାଙ୍କର ପିତାମାତା ନ ଥିଲେ ଏବଂ ସେମାନଙ୍କର ଯତ୍ନ ନେବାକୁ କେହି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ମୁଁ ଆର୍ତ୍ତନାଦକାରୀ ଦରିଦ୍ରକୁ, ମଧ୍ୟ ଅସହାୟ ପିତୃହୀନକୁ ଉଦ୍ଧାର କଲି।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ମୁଁ ଆର୍ତ୍ତନାଦକାରୀ ଦରିଦ୍ରକୁ, ମଧ୍ୟ ଅସହାୟ ପିତୃହୀନକୁ ଉଦ୍ଧାର କଲି।