Job 29:13 — Compare Translations
5 translations compared side by side
Odia - 1840
"ଯେଉଁ ମଣିଷ ମରି ଯାଉଥିଲା ସେ ମାେତେ ଆଶୀର୍ବାଦ କଲା। ମୁଁ ସହେି ବିଧବାମାନଙ୍କୁ କିଛି ଖାଇବା ନିମନ୍ତେ ଦଲେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନଷ୍ଟକଳ୍ପ ଲୋକର କଲ୍ୟାଣ ମୋʼ ଉପରେ ବର୍ତ୍ତିଲା ଓ ମୁଁ ବିଧବାର ହୃଦୟକୁ ଆନନ୍ଦରେ ଗାନ କରାଇଲି ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ମଣିଷ ମରି ଯାଉଥିଲା ସେ ମୋତେ ଆଶୀର୍ବାଦ କଲା। ମୁଁ ସେହି ବିଧବାମାନଙ୍କୁ କିଛି ଖାଇବା ନିମନ୍ତେ ଦେଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନଷ୍ଟକଳ୍ପ ଲୋକର କଲ୍ୟାଣ ମୋʼ ଉପରେ ବର୍ତ୍ତିଲା ଓ ମୁଁ ବିଧବାର ହୃଦୟକୁ ଆନନ୍ଦରେ ଗାନ କରାଇଲି।
Odia IRV 2017 (ଓଡିଆ ବାଇବେଲ)
ନଷ୍ଟକଳ୍ପ ଲୋକର କଲ୍ୟାଣ ମୋ’ ଉପରେ ବର୍ତ୍ତିଲା ଓ ମୁଁ ବିଧବାର ହୃଦୟକୁ ଆନନ୍ଦରେ ଗାନ କରାଇଲି।