Job 29:14 — Compare Translations
5 translations compared side by side
Odia - 1840
"ଧାର୍ମିକତା ମାରେ ବସ୍ତ୍ର ନ୍ଯାଯ ମାରେ ଚୋଗା ଓ ମାରେ ପଗଡ଼ି ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଧର୍ମ ପରିଧାନ କଲି ଓ ତାହା ମୋତେ ପରିଧାନ କଲା; ମୋହର ଯାଥାର୍ଥିକତା ଆବରଣ-ବସ୍ତ୍ର ଓ ମୁକୁଟ ସ୍ଵରୂପ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଧାର୍ମିକତା ମୋର ବସ୍ତ୍ର ନ୍ୟାୟ ମୋର ଗ୍ଭେଗା ଓ ମୋର ପଗଡ଼ି ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଧାର୍ମିକତା ପରିଧାନ କଲି ଓ ତାହା ମୋତେ ପରିଧାନ କଲା; ମୋହର ନ୍ୟାୟ ଆବରଣ ବସ୍ତ୍ର ଓ ମୁକୁଟ ସ୍ୱରୂପ ଥିଲା।
Odia IRV 2017 (ଓଡିଆ ବାଇବେଲ)
ମୁଁ ଧାର୍ମିକତା ପରିଧାନ କଲି ଓ ତାହା ମୋତେ ପରିଧାନ କଲା; ମୋହର ନ୍ୟାୟ ଆବରଣ-ବସ୍ତ୍ର ଓ ମୁକୁଟ ସ୍ୱରୂପ ଥିଲା।