Job 29:16 — Compare Translations
5 translations compared side by side
Odia - 1840
"ମୁଁ ଗରିବ ଲୋକର ପିତା ସଦୃଶ ଥିଲି। ମୁଁ ନ ଜାଣିଥିବା ଲୋକକୁ ମଧ୍ଯ ସାହାୟ୍ଯ କରୁଥିଲି। ସମାନଙ୍କେୁ ଅଦାଲତ ରେ ତର୍କ ରେ ଜିତାଇ ଦେଉଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଦୀନହୀନ ପ୍ରତି ପିତା ସ୍ଵରୂପ ଥିଲି ଓ ମୋʼ ଅଜ୍ଞାତ ଲୋକର ଗୁହାରି ମୁଁ ତଦ; କଲି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଗରିବ ଲୋକର ପିତା ସଦୃଶ ଥିଲି। ମୁଁ ନ ଜାଣିଥିବା ଲୋକକୁ ମଧ୍ୟ ସାହାଯ୍ୟ କରୁଥିଲି। ସେମାନଙ୍କୁ ଅଦାଲତରେ ତର୍କରେ ଜିତାଇ ଦେଉଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଦୀନହୀନ ପ୍ରତି ପିତା ସ୍ୱରୂପ ଥିଲି ଓ ମୋʼ ଅଜ୍ଞାତ ଲୋକର ଗୁହାରି ମୁଁ ତଦନ୍ତ କଲି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଦୀନହୀନ ପ୍ରତି ପିତା ସ୍ୱରୂପ ଥିଲି ଓ ମୋ’ ଅଜ୍ଞାତ ଲୋକର ଗୁହାରି ମୁଁ ତଦନ୍ତ କଲି।