Job 29:18 — Compare Translations

5 translations compared side by side

Odia - 1840
"ମୁଁ ଭାବୁଥିଲି, ମୁଁ ମାେ ଗୃହ ରେ ମୃତ୍ଯୁବରଣ କରିବି, କିନ୍ତୁ ମାରେ ଦିନଗୁଡ଼ିକ ସମୁଦ୍ରର ବାଲିକଣା ପରି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ମୁଁ କହିଲି, ମୁଁ ଆପଣା ବସାରେ ମରିବି ଓ ମୁଁ ବାଲୁକା ପରି ଆପଣା ଦିନ ବୃଦ୍ଧି କରିବି;
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ଭାବୁଥିଲି, ମୁଁ ମୋ’ ଗୃହରେ ମୃତ୍ୟୁବରଣ କରିବି, କିନ୍ତୁ ମୋର ଦିନଗୁଡ଼ିକ ସମୁଦ୍ରର ବାଲିକଣା ପରି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ମୁଁ କହିଲି, ମୁଁ ଆପଣା ବସାରେ ମରିବି ଓ ମୁଁ ବାଲୁକା ପରି ଆପଣା ଦିନ ବୃଦ୍ଧି କରିବି;
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ମୁଁ କହିଲି, ମୁଁ ଆପଣା ବସାରେ ମରିବି ଓ ମୁଁ ବାଲୁକା ପରି ଆପଣା ଦିନ ବୃଦ୍ଧି କରିବି;