Job 29:19 — Compare Translations

5 translations compared side by side

Odia - 1840
"ମୁଁ ସବୁଦିନ ସ୍ବାସ୍ଥ୍ଯବାନ କାର୍ୟ୍ଯକ୍ଷମ ଥିବି। ଗୋଟିଏ ସବଳ ବୃକ୍ଷଭଳି ଯାହାର ଚରେ ମାଟିତଳେ ଜଳକୁ ସ୍ପର୍ଶ କରି ଅନକେ ଡ଼ାଳ ଶାଖା ପ୍ରଶାଖା ମଲେି କାକର ରେ ଭିଜି ୟାଇଥିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ଚେର ଜଳ ପର୍ଯ୍ୟନ୍ତ ପ୍ରସାରିତ ହୋଇଅଛି ଓ ମୋହର ଶାଖା ଉପରେ ରାତ୍ରିଯାକ କାକର ଥାଏ;
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସବୁଦିନ ସ୍ୱାସ୍ଥ୍ୟବାନ କାର୍ଯ୍ୟକ୍ଷମ ଥିବି। ଗୋଟିଏ ସବଳ ବୃକ୍ଷଭଳି ଯାହାର ଚେର ମାଟିତଳେ ଜଳକୁ ସ୍ପର୍ଶ କରି ଅନେକ ଡାଳ ଶାଖା ପ୍ରଶାଖା ମେଲି କାକରରେ ଭିଜି ଯାଇଥିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ଚେର ଜଳ ପର୍ଯ୍ୟନ୍ତ ପ୍ରସାରିତ ହୋଇଅଛି ଓ ମୋହର ଶାଖା ଉପରେ ରାତ୍ରିସାରା କାକର ଥାଏ;
Odia IRV 2017 (ଓଡିଆ ବାଇବେଲ)
ମୋହର ଚେର ଜଳ ପର୍ଯ୍ୟନ୍ତ ପ୍ରସାରିତ ହୋଇଅଛି ଓ ମୋହର ଶାଖା ଉପରେ ରାତ୍ରିସାରା କାକର ଥାଏ;