Job 29:2 — Compare Translations
5 translations compared side by side
Odia - 1840
"ମୁଁ ଇଚ୍ଛାକରେ, କିଛିମାସ ପୂର୍ବରୁ ମାରଜେୀବନ ଯେପରି ଥିଲା ସହେିପରି ରହନ୍ତା। ପରମେଶ୍ବର ମାେ ଉପରେ ଦୃଷ୍ଟି ରଖିଲେ, ମାରେଯତ୍ନ ନେଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହା, ମୁଁ ପୂର୍ବବର୍ତ୍ତୀ ମାସସବୁରେ, ପରମେଶ୍ଵର ମୋତେ ଜଗି ରଖିଥିବା ଦିନସମୂହରେ ଯେପରି ଥିଲି, ସେପରି ଯେବେ ଥାʼନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ଇଚ୍ଛାକରେ, କିଛିମାସ ପୂର୍ବରୁ ମୋର ଜୀବନ ଯେପରି ଥିଲା ସେହିପରି ରହନ୍ତା। ପରମେଶ୍ୱର ମୋ’ ଉପରେ ଦୃଷ୍ଟି ରଖିଲେ, ମୋର ଯତ୍ନ ନେଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆହା, ମୁଁ ପୂର୍ବବର୍ତ୍ତୀ ମାସସବୁରେ, ପରମେଶ୍ୱର ମୋତେ ଜଗି ରଖିଥିବା ଦିନସମୂହରେ ଯେପରି ଥିଲି, ସେପରି ଯେବେ ଥାʼନ୍ତି;
Odia IRV 2017 (ଓଡିଆ ବାଇବେଲ)
“ଆହା, ମୁଁ ପୂର୍ବବର୍ତ୍ତୀ ମାସସବୁରେ, ପରମେଶ୍ୱର ମୋତେ ଜଗି ରଖିଥିବା ଦିନସମୂହରେ ଯେପରି ଥିଲି, ସେପରି ଯେବେ ଥା’ନ୍ତି;