Job 29:21 — Compare Translations
5 translations compared side by side
Odia - 1840
"ଅତୀତ ରେ ଲୋକେ ମାେ କଥାକୁ ନିରବ ଚାପ ଶୁଣିଥିଲେ। ଯେତବେେଳେ ସମାନେେ ମାେ ପାଖକୁ କୌଣସି ଉପଦେଶ ପାଇଁ ଆସୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲୋକମାନେ ମୋʼ ଆଡ଼େ କର୍ଣ୍ଣ ଦେଇ ଅପେକ୍ଷା କଲେ ଓ ମୋହର ପରାମର୍ଶ ପାଇଁ ନୀରବ ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
“ଅତୀତରେ ଲୋକେ ମୋ’ କଥାକୁ ନୀରବରେ ଶୁଣୁଥିଲେ। ଯେତେବେଳେ ସେମାନେ ମୋ’ ପାଖକୁ କୌଣସି ଉପଦେଶ ପାଇଁ ଆସୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲୋକମାନେ ମୋʼ ଆଡ଼େ କର୍ଣ୍ଣ ଦେଇ ଅପେକ୍ଷା କଲେ ଓ ମୋହର ପରାମର୍ଶ ପାଇଁ ନୀରବ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ଲୋକମାନେ ମୋ’ ଆଡ଼େ କର୍ଣ୍ଣ ଦେଇ ଅପେକ୍ଷା କଲେ ଓ ମୋହର ପରାମର୍ଶ ପାଇଁ ନୀରବ ରହିଲେ।