Job 29:22 — Compare Translations

5 translations compared side by side

Odia - 1840
"ମୁଁ ମାରେବକ୍ତବ୍ଯ ସମାପ୍ତି କଲାପରେ ଲୋକମାନେ ସମସ୍ତ ବିଷଯ ରେ ଶୁଣି ପାରିଲେ, ପରେ ସମାନଙ୍କେର ଆଉ କିଛି କହିବାକୁ ନ ଥାଏ। ମାରେ ସମସ୍ତ କଥା ସମାନଙ୍କେ କାନକୁ ମୃଦୁ ଭାବରେ ପ୍ରବେଶ କରୁଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ କଥା ଉତ୍ତାରେ ସେମାନେ ଆଉ କଥା କହିଲେ ନାହିଁ; ପୁଣି, ମୋʼ କଥା ସେମାନଙ୍କ ଉପରେ ଟୋପା ଟୋପା ହୋଇ ପଡ଼ିଲା ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମୋର ବକ୍ତବ୍ୟ ସମାପ୍ତି କଲାପରେ ଲୋକମାନେ ସମସ୍ତ ବିଷୟରେ ଶୁଣି ପାରିଲେ, ପରେ ସେମାନଙ୍କର ଆଉ କିଛି କହିବାକୁ ନ ଥାଏ। ମୋର ସମସ୍ତ କଥା ସେମାନଙ୍କ କାନକୁ ମୃଦୁ ଭାବରେ ପ୍ରବେଶ କରୁଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ କଥା ଉତ୍ତାରେ ସେମାନେ ଆଉ କଥା କହିଲେ ନାହିଁ; ପୁଣି, ମୋʼ କଥା ସେମାନଙ୍କ ଉପରେ ଟୋପା ଟୋପା ହୋଇ ପଡ଼ିଲା।
Odia IRV 2017 (ଓଡିଆ ବାଇବେଲ)
ମୋ’ କଥା ଉତ୍ତାରେ ସେମାନେ ଆଉ କଥା କହିଲେ ନାହିଁ; ପୁଣି, ମୋ’ କଥା ସେମାନଙ୍କ ଉପରେ ଟୋପା ଟୋପା ହୋଇ ପଡ଼ିଲା।