Job 29:23 — Compare Translations
5 translations compared side by side
Odia - 1840
"ଲୋକେ ବର୍ଷାକୁ ଅପେକ୍ଷା କଲାପରି ମାେ କଥା ଶୁଣିବାକୁ ଅପେକ୍ଷା କରୁଥିଲେ। ଲୋକେ ମାରେ କଥାକୁ ବସନ୍ତଋତୁର ବର୍ଷାଭଳି ପାନ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେପରି ବୃଷ୍ଟି ପାଇଁ, ସେପରି ସେମାନେ ମୋʼ ପାଇଁ ଅପେକ୍ଷା କଲେ ଓ ଯେପରି ଶେଷବୃଷ୍ଟି ପାଇଁ, ସେପରି ସେମାନେ ଆପଣା ଆପଣା ମୁଖ ପ୍ରଶସ୍ତ କରି ମେଲା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକେ ବର୍ଷାକୁ ଅପେକ୍ଷା କଲାପରି ମୋ’ କଥା ଶୁଣିବାକୁ ଅପେକ୍ଷା କରୁଥିଲେ। ଲୋକେ ମୋର କଥାକୁ ବସନ୍ତଋତୁର ବର୍ଷାଭଳି ପାନ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେପରି ବୃଷ୍ଟି ପାଇଁ, ସେପରି ସେମାନେ ମୋʼ ପାଇଁ ଅପେକ୍ଷା କଲେ ଓ ଯେପରି ଶେଷ ବୃଷ୍ଟି ପାଇଁ, ସେପରି ସେମାନେ ଆପଣା ଆପଣା ମୁଖ ପ୍ରଶସ୍ତ କରି ମେଲା କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେପରି ବୃଷ୍ଟି ପାଇଁ, ସେପରି ସେମାନେ ମୋ’ ପାଇଁ ଅପେକ୍ଷା କଲେ ଓ ଯେପରି ଶେଷବୃଷ୍ଟି ପାଇଁ, ସେପରି ସେମାନେ ଆପଣା ଆପଣା ମୁଖ ପ୍ରଶସ୍ତ କରି ମେଲା କଲେ।