Job 29:25 — Compare Translations

5 translations compared side by side

Odia - 1840
"ମୁଁ ସମାନଙ୍କେର ନେତା ଥିଲେ ବି ସମାନଙ୍କେ ସଙ୍ଗ ରେ ମିଳିମିଶି ରହିବାକୁ ପସନ୍ଦ କରୁଥିଲି। ମୁଁ ସୈନ୍ଯମାନଙ୍କ ମଧିଅରେ ଜଣେ ରାଜା ଥିଲି। ଯେଉଁମାନେ ଦୁଃଖ ରେ ଥିଲେ ସମାନଙ୍କେୁ ସାନ୍ତ୍ବନା ପ୍ରଦାନ କରୁଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସେମାନଙ୍କ ପଥ ମନୋନୀତ କରି ପ୍ରଧାନ ହୋଇ ବସିଲି ଓ ସୈନ୍ୟଦଳ ମଧ୍ୟରେ ରାଜା ପରି ଓ ଶୋକାର୍ତ୍ତମାନଙ୍କର ସାନ୍ତ୍ଵନାକାରୀ ପରି ବାସ କଲି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସେମାନଙ୍କର ନେତା ଥିଲେ ବି ସେମାନଙ୍କ ସଙ୍ଗରେ ମିଳିମିଶି ରହିବାକୁ ପସନ୍ଦ କରୁଥିଲି। ମୁଁ ସୈନ୍ୟମାନଙ୍କ ମଧ୍ୟରେ ଜଣେ ରାଜା ଥିଲି। ଯେଉଁମାନେ ଦୁଃଖରେ ଥିଲେ ସେମାନଙ୍କୁ ସାନ୍ତ୍ୱନା ପ୍ରଦାନ କରୁଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସେମାନଙ୍କ ପଥ ମନୋନୀତ କରି ପ୍ରଧାନ ହୋଇ ବସିଲି ଓ ସୈନ୍ୟଦଳ ମଧ୍ୟରେ ରାଜା ପରି ଓ ଶୋକାର୍ତ୍ତମାନଙ୍କର ସାନ୍ତ୍ୱନାକାରୀ ପରି ବାସ କଲି।
Odia IRV 2017 (ଓଡିଆ ବାଇବେଲ)
ମୁଁ ସେମାନଙ୍କ ପଥ ମନୋନୀତ କରି ପ୍ରଧାନ ହୋଇ ବସିଲି ଓ ସୈନ୍ୟଦଳ ମଧ୍ୟରେ ରାଜା ପରି ଓ ଶୋକାର୍ତ୍ତମାନଙ୍କର ସାନ୍ତ୍ୱନାକାରୀ ପରି ବାସ କଲି।