Job 29:3 — Compare Translations

5 translations compared side by side

Odia - 1840
"ଯେତବେେଳେ ପରମେଶ୍ବର ମାେ ମୁଣ୍ଡ ଉପରେ ଉଜ୍ଜ୍ବଳ ଆଲୋକ ପକାଉଥିଲେ, ତାଙ୍କ ଆଲୋକ ବଳ ରେ ମୁଁ ଅନ୍ଧକାର ରେ ଚାଲିବାକୁ ସକ୍ଷମ ହାଇେଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ତାହାଙ୍କ ପ୍ରଦୀପ ମୋʼ ମସ୍ତକ ଉପରେ ଆଲୁଅ ଦେଲା ଓ ମୁଁ ତାହାଙ୍କ ଦୀପ୍ତିରେ ଅନ୍ଧକାର ଦେଇ ଗମନ କଲି;
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ପରମେଶ୍ୱର ମୋ’ ମୁଣ୍ଡ ଉପରେ ଉଜ୍ଜ୍ୱଳ ଆଲୋକ ପକାଉଥିଲେ, ତାଙ୍କ ଆଲୋକ ବଳରେ ମୁଁ ଅନ୍ଧକାରରେ ଗ୍ଭଲିବାକୁ ସକ୍ଷମ ହୋଇଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ତାହାଙ୍କ ପ୍ରଦୀପ ମୋʼ ମସ୍ତକ ଉପରେ ଆଲୁଅ ଦେଲା ଓ ମୁଁ ତାହାଙ୍କ ଦୀପ୍ତିରେ ଅନ୍ଧକାର ଦେଇ ଗମନ କଲି;
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ତାହାଙ୍କ ପ୍ରଦୀପ ମୋ’ ମସ୍ତକ ଉପରେ ଆଲୁଅ ଦେଲା ଓ ମୁଁ ତାହାଙ୍କ ଦୀପ୍ତିରେ ଅନ୍ଧକାର ଦେଇ ଗମନ କଲି;