Job 29:4 — Compare Translations

5 translations compared side by side

Odia - 1840
"ମୁଁ ସହେି ଦିନଗୁଡ଼ିକ ନିମନ୍ତେ ଇଚ୍ଛାକରେ ଯେତବେେଳେ ମାରେ ସାଫଲ୍ଯ ଥିଲା ଏବଂ ଯେତବେେଳେ ପରମେଶ୍ବରଙ୍କର ବନ୍ଧୁତା ମାରେ ଗୃହକୁ ଆଶୀର୍ବାଦ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଉତ୍ତମ ଅବସ୍ଥାରେ ଥିଲି, ସେତେବେଳେ ମୋʼ ତମ୍ଵୁ ଉପରେ ପରମେଶ୍ଵରଙ୍କର ଗୁପ୍ତ ବିଷୟ ଥିଲା;
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସେହି ଦିନଗୁଡ଼ିକ ନିମନ୍ତେ ଇଚ୍ଛାକରେ ଯେତେବେଳେ ମୋର ସାଫଲ୍ୟ ଥିଲା ଏବଂ ଯେତେବେଳେ ପରମେଶ୍ୱରଙ୍କର ବନ୍ଧୁତା ମୋର ଗୃହକୁ ଆଶୀର୍ବାଦ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଉତ୍ତମ ଅବସ୍ଥାରେ ଥିଲି, ସେତେବେଳେ ମୋʼ ତମ୍ବୁ ଉପରେ ପରମେଶ୍ୱରଙ୍କର ଗୁପ୍ତ ବିଷୟ ଥିଲା;
Odia IRV 2017 (ଓଡିଆ ବାଇବେଲ)
ମୁଁ ଉତ୍ତମ ଅବସ୍ଥାରେ ଥିଲି, ସେତେବେଳେ ମୋ’ ତମ୍ବୁ ଉପରେ ପରମେଶ୍ୱରଙ୍କର ଗୁପ୍ତ ବିଷୟ ଥିଲା;