Job 29:5 — Compare Translations
5 translations compared side by side
Odia - 1840
"ଆହା, ଯେଉଁ ସମୟରେ ସର୍ବଶକ୍ତିମାନ ପରମେଶ୍ବର ମାେ ସହିତ ଥିଲେ ମାରେପିଲାମାନେ ମାେ ଚାରି ପାଖ ରେ ଥିଲେ ସହେି ସମୟକୁ ମୁଁ ଚା ହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସର୍ବଶକ୍ତିମାନ ମୋʼ ସଙ୍ଗରେ ଥିଲେ ଓ ମୋହର ସନ୍ତାନଗଣ ମୋʼ ଚତୁଃପାର୍ଶ୍ଵରେ ଥିଲେ;
Odia Bible ERV 2004 (ପବିତ୍ର ବାଇବଲ)
ଆହା, ଯେଉଁ ସମୟରେ ସର୍ବଶକ୍ତିମାନ ପରମେଶ୍ୱର ମୋ’ ସହିତ ଥିଲେ ମୋର ପିଲାମାନେ ମୋ’ ଗ୍ଭରି ପାଖରେ ଥିଲେ ସେହି ସମୟକୁ ମୁଁ ଗ୍ଭହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସର୍ବଶକ୍ତିମାନ ପରମେଶ୍ୱର ମୋʼ ସଙ୍ଗରେ ଥିଲେ ଓ ମୋହର ସନ୍ତାନଗଣ ମୋʼ ଚତୁଃପାର୍ଶ୍ୱରେ ଥିଲେ;
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସର୍ବଶକ୍ତିମାନ ପରମେଶ୍ଵର ମୋ’ ସଙ୍ଗରେ ଥିଲେ ଓ ମୋହର ସନ୍ତାନଗଣ ମୋ’ ଚତୁଃପାର୍ଶ୍ୱରେ ଥିଲେ;