Job 29:6 — Compare Translations
5 translations compared side by side
Odia - 1840
"ଜୀବନ ଅତି ସୁଖକର ଥିଲା। ମୁଁ ମାରେ ପାଦକୁ ଦୁଗ୍ଧ ଲହୁଣୀ ରେ ଧୌତ କରୁଥିଲି। ମାେ ନିକଟରେ ଅନକେ ତୈଳ ନଦୀ ପ୍ରବାହିତ ହେଉଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ମୋହର ଚରଣ ଦୁଗ୍ଧରେ ଧୌତ ହେଲା ଓ ଶୈଳ ମୋʼ ପାଇଁ ତୈଳ-ନଦୀ ବହାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ଜୀବନ ଅତି ସୁଖକର ଥିଲା। ମୁଁ ମୋର ପାଦକୁ ଦୁଗ୍ଧ ଲହୁଣୀରେ ଧୌତ କରୁଥିଲି। ମୋ’ ନିକଟରେ ଅନେକ ତୈଳ ନଦୀ ପ୍ରବାହିତ ହେଉଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ମୋହର ଚରଣ ଦୁଗ୍ଧରେ ଧୌତ ହେଲା ଓ ଶୈଳ ମୋʼ ପାଇଁ ତୈଳ-ନଦୀ ବହାଇଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ମୋହର ଚରଣ ଦୁଗ୍ଧରେ ଧୌତ ହେଲା ଓ ଶୈଳ ମୋ’ ପାଇଁ ତୈଳ-ନଦୀ ବହାଇଲା।