Job 29:7 — Compare Translations

5 translations compared side by side

Odia - 1840
"ସହେିସବୁ ଦିନଗୁଡ଼ିକରେ ମୁଁ ନଗରର ଛକ ଜାଗାକୁ ଯାଉଥିଲି। ନଗରର ବଡ଼ମାନଙ୍କ ସହିତ ବସୁଥିଲି, ଯେଉଁ ସ୍ଥାନ ରେ ଲୋକମାନେ ବସି ସଭା କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ନଗର-ଦ୍ଵାରକୁ ଯାଇ ଛକ-ସ୍ଥାନରେ ଆପଣା ଆସନ ପ୍ରସ୍ତୁତ କଲେ,
Odia Bible ERV 2004 (ପବିତ୍ର ବାଇବଲ)
“ସେହିସବୁ ଦିନଗୁଡ଼ିକରେ ମୁଁ ନଗରର ଛକ ଜାଗାକୁ ଯାଉଥିଲି। ନଗରର ବଡ଼ମାନଙ୍କ ସହିତ ବସୁଥିଲି, ଯେଉଁ ସ୍ଥାନରେ ଲୋକମାନେ ବସି ସଭା କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ନଗର-ଦ୍ୱାରକୁ ଯାଇ ଛକସ୍ଥାନରେ ଆପଣା ଆସନ ପ୍ରସ୍ତୁତ କଲେ,
Odia IRV 2017 (ଓଡିଆ ବାଇବେଲ)
ମୁଁ ନଗର-ଦ୍ୱାରକୁ ଯାଇ ଛକସ୍ଥାନରେ ଆପଣା ଆସନ ପ୍ରସ୍ତୁତ କଲେ,