Job 3:1 — Compare Translations
5 translations compared side by side
Odia - 1840
"ଏହାପରେ ଆୟୁବ ନିଜର ପାଟି ଖାଲିେଲା ଏବଂ ତା'ର ଜନ୍ମ ଦିନକୁ ଅଭିଶାପ ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ଉତ୍ତାରେ ଆୟୁବ ମୁଖ ଫିଟାଇ ଆପଣା ଜନ୍ମଦିନକୁ ଶାପ ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆୟୁବ ନିଜର ଜନ୍ମଦିନକୁ ଅଭିଶାପ ଦେଲେ ଏହା ପରେ ଆୟୁବ ନିଜର ପାଟି ଖୋଲିଲା ଏବଂ ତା’ର ଜନ୍ମଦିନକୁ ଅଭିଶାପ ଦେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଆୟୁବ ମୁଖ ଫିଟାଇ ଆପଣା ଜନ୍ମଦିନକୁ ଅଭିଶାପ ଦେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଆୟୁବ ମୁଖ ଫିଟାଇ ଆପଣା ଜନ୍ମଦିନକୁ ଅଭିଶାପ ଦେଲା।