Job 3:11 — Compare Translations

5 translations compared side by side

Odia - 1840
"ମୁଁ ଜନ୍ମ ସମୟରେ କାହିଁକ ନ ମଲି? ମୁଁ କାହିଁକି ନ ମରି ବଞ୍ଚିଛି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ କାହିଁକି ଗର୍ଭରୁ ମଲି ନାହିଁ? ଉଦରରୁ ପଡ଼ିବାମାତ୍ର କାହିଁକି ମୁଁ ପ୍ରାଣତ୍ୟାଗ କଲି ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଜନ୍ମ ସମୟରେ କାହିଁକି ନ ମଲି? ମୁଁ କାହିଁକି ନ ମରି ବଞ୍ଚିଛି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ କାହିଁକି ଗର୍ଭରୁ ମଲି ନାହିଁ? ଉଦରରୁ ପଡ଼ିବା ମାତ୍ର କାହିଁକି ମୁଁ ପ୍ରାଣତ୍ୟାଗ କଲି ନାହିଁ?
Odia IRV 2017 (ଓଡିଆ ବାଇବେଲ)
ମୁଁ କାହିଁକି ଗର୍ଭରୁ ମଲି ନାହିଁ? ଉଦରରୁ ପଡ଼ିବା ମାତ୍ର କାହିଁକି ମୁଁ ପ୍ରାଣତ୍ୟାଗ କଲି ନାହିଁ?