Job 3:13 — Compare Translations
5 translations compared side by side
Odia - 1840
"ମୁଁ ଯଦି ଜନ୍ମ ହେଲା ବେଳେ ମରିୟାଇଥାନ୍ତି, ବର୍ତ୍ତମାନ ଶାନ୍ତି ରେ ଥାନ୍ତି। ମୁଁ ଇଚ୍ଛାକରେ ମୁଁ ଶାଇେରହିଥାନ୍ତି ଏବଂ ବିଶ୍ରାମ ପାଇଥାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ହୋଇ ନ ଥିଲେ, ମୁଁ ଏବେ ଶୟନ କରି ଶାନ୍ତିରେ ଥାʼନ୍ତି; ମୁଁ ନିଦ୍ରିତ ହୋଇ ବିଶ୍ରାମରେ ଥାʼନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯଦି ଜନ୍ମ ହେଲା ବେଳେ ମରିଯାଇଥା’ନ୍ତି, ବର୍ତ୍ତମାନ ଶାନ୍ତିରେ ଥା’ନ୍ତି। ମୁଁ ଇଚ୍ଛାକରେ ମୁଁ ଶୋଇ ରହିଥା’ନ୍ତି ଏବଂ ବିଶ୍ରାମ ପାଇଥା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ହୋଇ ନ ଥିଲେ, ମୁଁ ଏବେ ଶୟନ କରି ଶାନ୍ତିରେ ଥାʼନ୍ତି; ମୁଁ ନିଦ୍ରିତ ହୋଇ ବିଶ୍ରାମରେ ଥାʼନ୍ତି;
Odia IRV 2017 (ଓଡିଆ ବାଇବେଲ)
ତାହା ହୋଇ ନ ଥିଲେ, ମୁଁ ଏବେ ଶୟନ କରି ଶାନ୍ତିରେ ଥା’ନ୍ତି ମୁଁ ନିଦ୍ରିତ ହୋଇ ବିଶ୍ରାମରେ ଥା’ନ୍ତି;