Job 3:14 — Compare Translations
5 translations compared side by side
Odia - 1840
"ରାଜାମାନଙ୍କ ସହିତ ଜ୍ଞାନୀଲୋକ, ଯେଉଁମାନେ ଅତୀତ ରେ ଏହି ପୃଥିବୀ ରେ ଥିଲେ ଏବଂ ନିଜ ପାଇଁ ପ୍ରାସାଦ ନିର୍ମାଣ କରିଥିଲେ ବର୍ତ୍ତମାନ ଧ୍ବଂସାବସ୍ଥା ରେ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ଆପଣାମାନଙ୍କ ନିମନ୍ତେ ଉଜାଡ଼ ସ୍ଥାନ ନିର୍ମାଣ କରିଥିଲେ, ଏପରି ରାଜା ଓ ପୃଥିବୀର ମନ୍ତ୍ରୀଗଣ ସହିତ ଥାʼନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ରାଜାମାନଙ୍କ ସହିତ ଜ୍ଞାନୀଲୋକ, ଯେଉଁମାନେ ଅତୀତରେ ଏହି ପୃଥିବୀରେ ଥିଲେ ଏବଂ ନିଜ ପାଇଁ ପ୍ରାସାଦ ନିର୍ମାଣ କରିଥିଲେ ବର୍ତ୍ତମାନ ଧ୍ୱଂସାବସ୍ଥାରେ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ଆପଣାମାନଙ୍କ ନିମନ୍ତେ ଉଜାଡ଼ ସ୍ଥାନ ନିର୍ମାଣ କରିଥିଲେ, ଏପରି ରାଜା ଓ ପୃଥିବୀର ମନ୍ତ୍ରୀଗଣ ସହିତ ଥାʼନ୍ତି;
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ଆପଣାମାନଙ୍କ ନିମନ୍ତେ ଉଜାଡ଼ ସ୍ଥାନ ନିର୍ମାଣ କରିଥିଲେ, ଏପରି ରାଜା ଓ ପୃଥିବୀର ମନ୍ତ୍ରୀଗଣ ସହିତ ଥା’ନ୍ତି;