Job 3:15 — Compare Translations
5 translations compared side by side
Odia - 1840
"ମାେତେ ଯଦି ସହେି ଶାସକମାନଙ୍କ ସହିତ କବର ଦିଆୟାଇଥାନ୍ତା। ସମାନଙ୍କେର ଘରଗୁଡ଼ିକ ସୁନା ରୂପା ରେ ଭରିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ରୂପାରେ ଆପଣାମାନଙ୍କ ଗୃହ ପରିପୂର୍ଣ୍ଣ କରିଥିଲେ, ଏପରି ସ୍ଵର୍ଣ୍ଣାଧିକାରୀ ଅଧିପତିମାନଙ୍କ ସଙ୍ଗେ ଥାʼନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ମୋତେ ଯଦି ସେହି ଶାସକମାନଙ୍କ ସହିତ କବର ଦିଆଯାଇଥା’ନ୍ତା, ଯେଉଁମାନେ ସେମାନଙ୍କର ଘରଗୁଡ଼ିକ ସୁନା ଓ ରୂପାରେ ଭରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ରୂପାରେ ଆପଣାମାନଙ୍କ ଗୃହ ପରିପୂର୍ଣ୍ଣ କରିଥିଲେ, ଏପରି ସ୍ୱର୍ଣ୍ଣାଧିକାରୀ ଅଧିପତିମାନଙ୍କ ସଙ୍ଗେ ଥାʼନ୍ତି;
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ରୂପାରେ ଆପଣାମାନଙ୍କ ଗୃହ ପରିପୂର୍ଣ୍ଣ କରିଥିଲେ, ଏପରି ସ୍ୱର୍ଣ୍ଣାଧିକାରୀ ଅଧିପତିମାନଙ୍କ ସଙ୍ଗେ ଥା’ନ୍ତି;