Job 3:16 — Compare Translations

5 translations compared side by side

Odia - 1840
"ମୁଁ ଯେତବେେଳେ ଶିଶୁ ବା ପିଲାଥିଲି କାହିଁକି ନ ମରି ଭୂମିରେ କବର ନ ନଲେି? ମୁଁ ଇଚ୍ଛା କରେ ମୁଁ ଏଭଳି ଏକ ଶିଶୁ ୟିଏ କି ପ୍ରଥମ କିରଣ ଦେଖିବାର ନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବା ମୁଁ ଗୁପ୍ତ ଗର୍ଭସ୍ରାବ ତୁଲ୍ୟ ପ୍ରାଣହୀନ ହୋଇ ଥାʼନ୍ତି; ଯେଉଁମାନେ କେବେ ଆଲୁଅ ଦର୍ଶନ କଲେ ନାହିଁ, ଏପରି ଶିଶୁ ତୁଲ୍ୟ ହୋଇଥାʼନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯେତେବେଳେ ଶିଶୁ ବା ପିଲାଥିଲି କାହିଁକି ନ ମରି ଭୂମିରେ କବର ନ ନେଲି? ମୁଁ ଇଚ୍ଛା କରେ ମୁଁ ଏଭଳି ଏକ ଶିଶୁ ଯିଏ କି ପ୍ରଥମ କିରଣ ଦେଖିବାର ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବା ମୁଁ ଗୁପ୍ତ ଗର୍ଭସ୍ରାବ ତୁଲ୍ୟ ପ୍ରାଣହୀନ ହୋଇଥାʼନ୍ତି; ଯେଉଁମାନେ କେବେ ଆଲୁଅ ଦର୍ଶନ କଲେ ନାହିଁ, ଏପରି ଶିଶୁ ତୁଲ୍ୟ ହୋଇଥାʼନ୍ତି।
Odia IRV 2017 (ଓଡିଆ ବାଇବେଲ)
ଅବା ମୁଁ ଗୁପ୍ତ ଗର୍ଭସ୍ରାବ ତୁଲ୍ୟ ପ୍ରାଣହୀନ ହୋଇ ଥା’ନ୍ତି; ଯେଉଁମାନେ କେବେ ଆଲୁଅ ଦର୍ଶନ କଲେ ନାହିଁ, ଏପରି ଶିଶୁ ତୁଲ୍ୟ ହୋଇଥା’ନ୍ତି।