Job 3:17 — Compare Translations

5 translations compared side by side

Odia - 1840
"ଦୁଷ୍ଟଲୋକମାନେ କବର ମଧିଅରେ କାହାକୁ ଅସୁବିଧା ରେ ପକାନ୍ତି ନାହିଁ ଏବଂ ଲୋକେ କ୍ଲାନ୍ତ ହେଲେ କବର ରେ ବିଶ୍ରାମ ନିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସ୍ଥାନରେ ଦୁଷ୍ଟଗଣ କ୍ଳେଶ ଦେବାରୁ ନିବୃତ୍ତ ଓ ସେ ସ୍ଥାନରେ ପରିଶ୍ରା; ବିଶ୍ରାମପ୍ରାପ୍ତ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟଲୋକମାନେ କବର ମଧ୍ୟରେ କାହାକୁ ଅସୁବିଧାରେ ପକାନ୍ତି ନାହିଁ, ଏବଂ ଲୋକେ କ୍ଳାନ୍ତ ହେଲେ କବରରେ ବିଶ୍ରାମ ନିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସ୍ଥାନରେ ଦୁଷ୍ଟଗଣ କ୍ଳେଶ ଦେବାରୁ ନିବୃତ୍ତ ଓ ସେହି ସ୍ଥାନରେ ପରିଶ୍ରାନ୍ତ ବିଶ୍ରାମପ୍ରାପ୍ତ।
Odia IRV 2017 (ଓଡିଆ ବାଇବେଲ)
ସେହି ସ୍ଥାନରେ ଦୁଷ୍ଟଗଣ କ୍ଳେଶ ଦେବାରୁ ନିବୃତ୍ତ ଓ ସେହି ସ୍ଥାନରେ ପରିଶ୍ରାନ୍ତ ବିଶ୍ରାମପ୍ରାପ୍ତ।