Job 3:18 — Compare Translations
5 translations compared side by side
Odia - 1840
"ଏପରିକି ବନ୍ଦୀମାନେ ମଧ୍ଯ କବର ରେ ଶାନ୍ତି ପାଆନ୍ତି କାରଣ ସଠାେରେ ଜଗୁଆଳିର ଶବ୍ଦ ଶୁଣାୟାଏ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସ୍ଥାନରେ ବନ୍ଦୀଗଣ ଏକତ୍ର ଆରାମରେ ଅଛନ୍ତି; ସେମାନେ କାର୍ଯ୍ୟଶାସକର ରବ ଶୁଣନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏପରିକି ବନ୍ଦୀମାନେ ମଧ୍ୟ କବରରେ ଶାନ୍ତି ପାଆନ୍ତି, କାରଣ ସେଠାରେ ଜଗୁଆଳିର ଶବ୍ଦ ଶୁଣାଯାଏ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସ୍ଥାନରେ ବନ୍ଦୀଗଣ ଏକତ୍ର ଆରାମରେ ଅଛନ୍ତି; ସେମାନେ କାର୍ଯ୍ୟଶାସକର ରବ ଶୁଣନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେହି ସ୍ଥାନରେ ବନ୍ଦୀଗଣ ଏକତ୍ର ଆରାମରେ ଅଛନ୍ତି; ସେମାନେ କାର୍ଯ୍ୟଶାସକର ରବ ଶୁଣନ୍ତି ନାହିଁ।