Job 3:19 — Compare Translations
5 translations compared side by side
Odia - 1840
"ସବୁ ପ୍ରକାରର ଲୋକେ ଯଥା ଦରକାରୀ ଲୋକ ଓ ଅଦରକାରୀ ଲୋକ, ଏପରିକି କ୍ରୀତଦାସମାନେ ମଧ୍ଯ ସମାନଙ୍କେ ମୁନିବଙ୍କଠାରୁ କବର ରେ ମୁକ୍ତି ପାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଠାରେ ସାନ ଓ ବଡ଼ ଅଛନ୍ତି; ପୁଣି, ଦାସ ଆପଣା କର୍ତ୍ତାଠାରୁ ମୁକ୍ତ ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ସବୁ ପ୍ରକାରର ଲୋକେ ଯଥା ଦରକାରୀ ଲୋକ ଓ ଅଦରକାରୀ ଲୋକ, ଏପରିକି କ୍ରୀତଦାସମାନେ ମଧ୍ୟ ସେମାନଙ୍କ ମୁନିବଙ୍କଠାରୁ କବରରେ ମୁକ୍ତି ପାଆନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଠାରେ ସାନ ଓ ବଡ଼ ଅଛନ୍ତି; ପୁଣି, ଦାସ ଆପଣା କର୍ତ୍ତାଠାରୁ ମୁକ୍ତ ଅଟେ।
Odia IRV 2017 (ଓଡିଆ ବାଇବେଲ)
ସେଠାରେ ସାନ ଓ ବଡ଼ ଅଛନ୍ତି; ପୁଣି, ଦାସ ଆପଣା କର୍ତ୍ତାଠାରୁ ମୁକ୍ତ ଅଟେ।