Job 3:20 — Compare Translations
5 translations compared side by side
Odia - 1840
"କାହିଁକି ଜଣେ ପୀଡ଼ିତ ବ୍ଯକ୍ତି ବଞ୍ଚିରହିବା ଉଚିତ? କାହିଁକି ଜଣେ ବ୍ଯକ୍ତିକୁ ଜୀବନ ଦବୋ ଯାହାର ଆତ୍ମା ତିକ୍ତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଃଖଗ୍ରସ୍ତ ଲୋକକୁ କାହିଁକି ଦୀପ୍ତି ଦିଆଯାଏ ଓ ତିକ୍ତପ୍ରାଣକୁ କାହିଁକି ଜୀବନ ଦିଆଯାଏ;
Odia Bible ERV 2004 (ପବିତ୍ର ବାଇବଲ)
“କାହିଁକି ଜଣେ ପୀଡ଼ିତ ବ୍ୟକ୍ତି ବଞ୍ଚିରହିବା ଉଚିତ୍? କାହିଁକି ଜଣେ ବ୍ୟକ୍ତିକୁ ଜୀବନ ଦେବା ଯାହାର ଆତ୍ମା ତିକ୍ତ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଃଖଗ୍ରସ୍ତ ଲୋକକୁ କାହିଁକି ଦୀପ୍ତି ଦିଆଯାଏ ଓ ତିକ୍ତପ୍ରାଣକୁ କାହିଁକି ଜୀବନ ଦିଆଯାଏ;
Odia IRV 2017 (ଓଡିଆ ବାଇବେଲ)
ଦୁଃଖଗ୍ରସ୍ତ ଲୋକକୁ କାହିଁକି ଦୀପ୍ତି ଦିଆଯାଏ ଓ ତିକ୍ତପ୍ରାଣକୁ କାହିଁକି ଜୀବନ ଦିଆଯାଏ;