Job 3:21 — Compare Translations
5 translations compared side by side
Odia - 1840
"ସହେି ବ୍ଯକ୍ତି ମରିବାକୁ ଚାହୁଁଛି ଅଥଚ ମୃତ୍ଯୁ ତା' ନିକଟକୁ ଆସୁନାହିଁ। ସହେି ଲୋକଟି ଗୁପ୍ତଧନ ସନ୍ଧାନଠାରୁ ଅଧିକ ମୃତ୍ଯୁକୁ ଖାଜେି ବୁଲୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ମରଣ ଆକାଂକ୍ଷା କରନ୍ତି, ମାତ୍ର ତାହା ଆସେ ନାହିଁ; ସେମାନେ ପୋତା-ଧନ ଅପେକ୍ଷା ତହିଁ ପାଇଁ ଅଧିକ ଖୋଳନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ସେହି ବ୍ୟକ୍ତି ମରିବାକୁ ଗ୍ଭହୁଁଛି ଅଥଚ ମୃତ୍ୟୁ ତା’ ନିକଟକୁ ଆସୁ ନାହିଁ। ସେହି ଲୋକଟି ଗୁପ୍ତଧନ ସନ୍ଧାନଠାରୁ ଅଧିକ ମୃତ୍ୟୁକୁ ଖୋଜି ବୁଲୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ମରଣ ଇଚ୍ଛା କରନ୍ତି, ମାତ୍ର ତାହା ଆସେ ନାହିଁ; ସେମାନେ ପୋତା-ଧନ ଅପେକ୍ଷା ତହିଁ ପାଇଁ ଅଧିକ ଖୋଳନ୍ତି;
Odia IRV 2017 (ଓଡିଆ ବାଇବେଲ)
ସେମାନେ ମରଣ ଇଚ୍ଛା କରନ୍ତି, ମାତ୍ର ତାହା ଆସେ ନାହିଁ; ସେମାନେ ପୋତା-ଧନ ଅପେକ୍ଷା ତହିଁ ପାଇଁ ଅଧିକ ଖୋଳନ୍ତି;