Job 3:22 — Compare Translations
5 translations compared side by side
Odia - 1840
"ସହେି ଲୋକମାନେ ସମାନଙ୍କେର କବର ପାଇ ଖୁସି ହବେେ, ସମାନେେ ତାଙ୍କର ସମାଧି ପାଇ ଉଲ୍ଲସିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ କବର ପାଇ ପାରିଲେ ଆହ୍ଲାଦ କରନ୍ତି, ମହାନନ୍ଦରେ ଉଲ୍ଲସିତ ହୁଅନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ସେମାନଙ୍କର କବର ପାଇ ଖୁସୀ ହେବେ, ସେମାନେ ତାଙ୍କର ସମାଧି ପାଇ ଉଲ୍ଲସିତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ କବର ପାଇ ପାରିଲେ ଆହ୍ଲାଦ କରନ୍ତି, ମହାନନ୍ଦରେ ଉଲ୍ଲସିତ ହୁଅନ୍ତି?
Odia IRV 2017 (ଓଡିଆ ବାଇବେଲ)
ସେମାନେ କବର ପାଇ ପାରିଲେ ଆହ୍ଲାଦ କରନ୍ତି, ମହାନନ୍ଦରେ ଉଲ୍ଲସିତ ହୁଅନ୍ତି?