Job 3:23 — Compare Translations

5 translations compared side by side

Odia - 1840
"କିନ୍ତୁ ପରମେଶ୍ବର ସମାନଙ୍କେର ଭବିଷ୍ଯତକୁ ଗୋପନ ରଖନ୍ତି ଏବଂ ସହେିମାନଙ୍କୁ ରକ୍ଷା କରିବା ନିମନ୍ତେ ଏକ ପ୍ରାଚୀର ନିର୍ମାଣ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାହାର ପଥ ଗୁପ୍ତ ଓ ଯାହାର ଚତୁର୍ଦ୍ଦିଗରେ ପରମେଶ୍ଵର ବାଡ଼ ଦେଇଅଛନ୍ତି, ଏପରି ଲୋକକୁ କିହେତୁ ଦୀପ୍ତି ଦିଆଯାଏ?
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପରମେଶ୍ୱର ସେମାନଙ୍କର ଭବିଷ୍ୟତକୁ ଗୋପନ ରଖନ୍ତି ଏବଂ ସେହିମାନଙ୍କୁ ରକ୍ଷା କରିବା ନିମନ୍ତେ ଏକ ପ୍ରାଚୀର ନିର୍ମାଣ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାହାର ପଥ ଗୁପ୍ତ ଓ ଯାହାର ଚତୁର୍ଦ୍ଦିଗରେ ପରମେଶ୍ୱର ବାଡ଼ ଦେଇଅଛନ୍ତି, ଏପରି ଲୋକକୁ କାହିଁକି ଦୀପ୍ତି ଦିଆଯାଏ?
Odia IRV 2017 (ଓଡିଆ ବାଇବେଲ)
ଯାହାର ପଥ ଗୁପ୍ତ ଓ ଯାହାର ଚତୁର୍ଦ୍ଦିଗରେ ପରମେଶ୍ୱର ବାଡ଼ ଦେଇଅଛନ୍ତି, ଏପରି ଲୋକକୁ କାହିଁକି ଦୀପ୍ତି ଦିଆଯାଏ?