Job 3:25 — Compare Translations
5 translations compared side by side
Odia - 1840
"କାରଣ ମୁଁ ଯେଉଁ ବିଷଯ ରେ ଭୟ କରୁଥିଲି ତାହା ହିଁ ମାେ ପ୍ରତି ଘଟିଲା ଏବଂ ଯେଉଁ ବିଷଯ ରେ ଅତି ଆଶଙ୍କା କରୁଥିଲି ତାହା ମାେ ନିକଟରେ ଉପସ୍ଥିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ମୁଁ ଯାହା ଭୟ କରେ, ତାହାହିଁ ମୋʼ ପ୍ରତି ଘଟେ, ଆଉ ମୁଁ ଯହିଁ ବିଷୟରେ ଭୀତ, ତାହା ହିଁ ମୋʼ ନିକଟରେ ଉପସ୍ଥିତ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ମୁଁ ଯେଉଁ ବିଷୟରେ ଭୟ କରୁଥିଲି ତାହା ହିଁ ମୋ’ ପ୍ରତି ଘଟିଲା ଏବଂ ଯେଉଁ ବିଷୟରେ ଅତି ଆଶଙ୍କା କରୁଥିଲି ତାହା ମୋ’ ନିକଟରେ ଉପସ୍ଥିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ମୁଁ ଯାହା ଭୟ କରେ, ତାହା ହିଁ ମୋʼ ପ୍ରତି ଘଟେ, ଆଉ ମୁଁ ଯହିଁ ବିଷୟରେ ଭୀତ, ତାହା ହିଁ ମୋʼ ନିକଟରେ ଉପସ୍ଥିତ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ମୁଁ ଯାହା ଭୟ କରେ, ତାହା ହିଁ ମୋ’ ପ୍ରତି ଘଟେ, ଆଉ ମୁଁ ଯହିଁ ବିଷୟରେ ଭୀତ, ତାହା ହିଁ ମୋ’ ନିକଟରେ ଉପସ୍ଥିତ ହୁଏ।