Job 3:26 — Compare Translations

5 translations compared side by side

Odia - 1840
"ମୁଁ ସ୍ଥିର କରିପାରୁ ନ ଥିଲି। ମୁଁ ନିରବ ରହୁ ନ ଥିଲି, ମାରେବିଶ୍ରାମ ନ ଥିଲା, ମୁଁ କବଳେ ବିବ୍ରତ ହେଉଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆରାମରେ କି ଶାନ୍ତିରେ ନାହିଁ, କିଅବା ମୋହର ବିଶ୍ରାମ ନାହିଁ; କେବଳ କ୍ଳେଶ ଘଟୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସ୍ଥିର କରିପାରୁ ନ ଥିଲି। ମୁଁ ନୀରବ ରହୁ ନ ଥିଲି, ମୋର ବିଶ୍ରାମ ନ ଥିଲା, ମୁଁ କେବଳ ବିବ୍ରତ ହେଉଥିଲି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆରାମରେ କି ଶାନ୍ତିରେ ନାହିଁ, କିଅବା ମୋହର ବିଶ୍ରାମ ନାହିଁ; କେବଳ କ୍ଳେଶ ଘଟୁଅଛି।”
Odia IRV 2017 (ଓଡିଆ ବାଇବେଲ)
ମୁଁ ଆରାମରେ କି ଶାନ୍ତିରେ ନାହିଁ, କିଅବା ମୋହର ବିଶ୍ରାମ ନାହିଁ; କେବଳ କ୍ଳେଶ ଘଟୁଅଛି।”