Job 3:4 — Compare Translations
5 translations compared side by side
Odia - 1840
"ମୁଁ ଚା ହେଁ ସହେି ଦିନଟି ଅନ୍ଧାର ରହିଥାଆନ୍ତା ଏବଂ ମୁଁ ଚା ହେଁ ପରମେଶ୍ବର ସହେି ଦିନଟିକୁ ଭୁଲି ୟାଆନ୍ତୁ। ମୁଁ ଚା ହେଁ ଯେ ସଦେିନ ଦିପ୍ତୀ ପ୍ରକାଶିତ ହାଇେ ନ ଥାଆନ୍ତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଦିନ ଅନ୍ଧକାରମୟ ହେଉ; ପରମେଶ୍ଵର ଊର୍ଦ୍ଧ୍ଵରୁ ତହିଁର ତତ୍ତ୍ଵ ନ କରନ୍ତୁ, କିଅବା ତହିଁ ଉପରେ ଦୀପ୍ତି ପ୍ରକାଶ ନ ପାଉ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଗ୍ଭହେଁ ସେହି ଦିନଟି ଅନ୍ଧାର ରହି ଥା’ନ୍ତା ଏବଂ ମୁଁ ଗ୍ଭହେଁ ପରମେଶ୍ୱର ସେହି ଦିନଟିକୁ ଭୁଲି ଯାଆନ୍ତୁ। ମୁଁ ଗ୍ଭହେଁ ଯେ ସେଦିନ ଦିପ୍ତୀ ପ୍ରକାଶିତ ହୋଇ ନ ଥା’ନ୍ତା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଦିନ ଅନ୍ଧକାରମୟ ହେଉ; ପରମେଶ୍ୱର ଊର୍ଦ୍ଧ୍ୱରୁ ତହିଁର ତତ୍ତ୍ୱ ନ କରନ୍ତୁ, କିଅବା ତହିଁ ଉପରେ ଦୀପ୍ତି ପ୍ରକାଶ ନ ପାଉ।
Odia IRV 2017 (ଓଡିଆ ବାଇବେଲ)
ସେ ଦିନ ଅନ୍ଧକାରମୟ ହେଉ; ପରମେଶ୍ୱର ଊର୍ଦ୍ଧ୍ୱରୁ ତହିଁର ତତ୍ତ୍ୱ ନ କରନ୍ତୁ, କିଅବା ତହିଁ ଉପରେ ଦୀପ୍ତି ପ୍ରକାଶ ନ ପାଉ।
Recommended Reading